Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବଦଳିଲେ ଅବକାରୀ ସବ୍‌ ଇନ୍ସପେକ୍ଟର, ଖବର ସଂଗ୍ରହ ବେଳେ କାର୍ଯ୍ୟରତ ସାମ୍ୱାଦିକଙ୍କୁ କରିଥିଲେ ଆକ୍ରମଣ

6/07/2021 at 4:04 PM

ନୟାଗଡ଼, ୦୬/୦୭: ନୟାଗଡରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ସରକାର ପଦକ୍ଷେପ ନେଇଛନ୍ତି । ଅବକାରୀ ସବ୍ ଇନ୍ସପେକ୍ଟର ଧନଞୟ  ପାତ୍ରଙ୍କୁ ଗଞାମ ଜିଲ୍ଲାକୁ ବଦଳି କରାଯାଇଛି । ତାଙ୍କୁ ତୁରନ୍ତ ରିଲିଭ୍ କରିବାକୁ କମିଶନରଙ୍କ  ନିର୍ଦ୍ଦେଶ ରହିଥିବା ଜଣାପଡ଼ିଛି ।

ଏ ନେଇ ନୟାଗଡ ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ସୂଚନା ଦେଇଛନ୍ତି । ଗତ ୨୫ ତାରିଖରେ ସିଜ୍ ନକଲି ମଦର ଫଟୋ ଉଠାଉଥିବାବେଳେ ଦୁଇଜଣ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ ଧନଞୟ ।

   Related Posts