Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ମୟୂରଭଞ୍ଜ କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା : ରୋଗୀଙ୍କୁ ଏକ୍ସପାଏରୀ ସାଲାଇନ ଦିଆଯାଉଥିବା ଅଭିଯୋଗରେ ତାତିଲେ ସମ୍ପର୍କୀୟ

16/12/2019 at 9:20 AM

ମୟୁରଭଞ୍ଜ ୧୬/୧୨: କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା । ରୋଗୀଙ୍କୁ ଏକ୍ସପାଏରୀ ସାଲାଇନ ଦିଆଯାଉଥିବା ଅଭିଯୋଗ ଆସିଛି । ଗତକାଲି ଝାଡାରେ ଆକ୍ରାନ୍ତ ହୋଇ କପ୍ତିପଦା ଦୁଣ୍ଡରିଆ ଗାଁର ନରେନ୍ଦ୍ର ନାଥ ମହାନ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ସେଠାରେ ତାଙ୍କୁ ଏକ୍ସପାଏରୀ ସାଲାଇନ ଦିଆଯାଉଥିବା ଜଣାପଡିବା ପରେ ଉତ୍ତେଜନା ଦେଖାଦେଇଛି । ଗୋଟିଏ ସାଲାଇନ ଦେଖୁ ଦେଖୁ ଆହୁରି ଅନେକ ଏକ୍ସପାଏରୀ ସାଲାଇନ ଡାକ୍ତରଖାନାରେ ରଖାଯାଇଥିବା ସାମ୍ନାକୁ ଆସିଛି । କେବଳ ସେତିକି ନୁହେଁ ଡଷ୍ଟବିନରେ ପଡିଥିବା ସାଲାଇନ ବୋତଲକୁ ଯାଞ୍ଚ କରିବା ପରେ ସେଗୁଡିକ ମଧ୍ୟ ଏକ୍ସପାଏରୀ ହୋଇଯାଇଥିବା ଜଣାପଡିଛି । ଘଟଣାରେ ଡାକ୍ତରଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ସେପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଡାକ୍ତର।

   Related Posts