Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପୁଣି BR ଷ୍ଟିଲରେ ବିସ୍ପୋରଣ, ଦୁଇ କର୍ମଚାରୀ ଗୁରୁତର

12/10/2021 at 10:06 PM

ସମ୍ୱଲପୁର,୧୨/୧୦: BR ଷ୍ଟିଲରେ ବିସ୍ପୋରଣ । ୨ନମ୍ବର ଫର୍ଣ୍ଣେନ୍ସରେ ବିସ୍ପୋରଣ ଫଳରେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତର ଦ୍ୱୟ ହେଲେ ଠିକା ଶ୍ରମିକ ରଂଜୟ କୁମାର ଓ ଅନ୍ୟଜଣେ ହେଲେ ଗୋଲୁ କୁମାର ଯାଦବ । ତେବେ ରଂଜୟଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇଜିଏଚ ରାଉଲକେଲା ସ୍ଥାନାନ୍ତର କରାଯାଇଥିବାବେଳେ ଗୋଲୁ କୁମାର ଯାଦବଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆହତ ରଂଜୟ କୁମାର ଔରଙ୍ଗାବାଦ ଭୁନିଆର ହୋଇଥିବାବେଳେ ଗୋଲୁ କୁମାର ଯାଦବ ବିହାରର ବୋଲି ଜଣାପଡିଛି । ତେବେ ଏହା ପ୍ରଥମ ଘଟଣା ନୁହେଁ, ମାସେ ତଳେ ମଧ୍ୟ ଏପରି ଏକ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିଲା ।

   Related Posts