Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଭଦ୍ରକ ଆରଏମସି ଗୋଦାମରେ ବିସ୍ଫୋରଣ

4/06/2019 at 12:30 PM

ଭଦ୍ରକ ୪|୬: ଭଦ୍ରକ ବାଇପାସ ନିକଟରେ ଥିବା ଆରଏମସି ଗୋଦାମରେ ସାମନ୍ୟ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ହେବା ଫଳରେ ଗୋଦାମରେ ଧୂଆଁ ମୟ ହୋଇଯାଇଛି । ଗୋଦାମରେ ଥିବା ବ୍ଲିଚିଂ ପାଉଡରର ଅତ୍ୟଧିକ ଉତ୍ତାପରୁ ଏପରି ହୋଇଥିବା ଅନୁମାନ କରାଯାଉଛି । ବ୍ଲିଚିଂ ଫୁଟିବା ସହ ସେଥିରୁ ଧୂଆଁ ବାହାରୁଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି । 

   Related Posts