Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ, ଜଣେ ଗିରଫ

29/01/2020 at 2:14 PM

ଭୁବନେଶ୍ବର ୨୯।୧: ବିସ୍ଫୋରକ ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଗିରଫ । ସରୋଜ କୁମାର ପଟ୍ଟନାୟକ ଓରଫ କୁନାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । ଗଞ୍ଜାମ ଜିଲ୍ଲା ରମ୍ଭା ସ୍ଥିତ ଘରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ।

କୁନା ନିକଟରୁ ୩୯୨ଟି ବ୍ୟାଗ୍‌ରେ ଥିବା ୧୯୬ କ୍ବିଣ୍ଟାଲ ଆମୋନିୟମ ନାଇଟ୍ରେଟ୍, ୩୨୦୦ ଜିଲୋଟିନ୍ ଷ୍ଟିକ୍‌, ୧୦୪୦୬ ଡିଟୋନେଟର ଜବତ ହୋଇଛି ।

କୁନାକୁ ଦଫା ୪, ୫ ଏବଂ ୬, ସେକ୍ସନ ୧୨୦ (ବି)ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ପୂର୍ବରୁ ମଧ୍ୟ ବିସ୍ଫୋରକ ରଖିବା ଅଭିଯୋଗରେ ଗଞ୍ଜାମ ପୋଲିସ ସରୋଜକୁ ଗିରଫ କରିଥିଲା  ।

   Related Posts