Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ଏଟିଏମ୍‌ ଲୁଟ ଘଟଣାର ପର୍ଦ୍ଦାଫାଶ: ୨ ଅଭିଯୁକ୍ତ ଗିରଫ, ଅଧିକ ତଦନ୍ତ ପାଇଁ ଛାନ୍‌ଭିନ୍ ଆରମ୍ଭ କଲା କମିଶନରେଟ୍ ପୋଲିସ୍

6/11/2020 at 12:14 PM

ଭୁବନେଶ୍ବର୬/୧୧: ଏଟିଏମ୍‌ ଲୁଟ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ୍ ପୋଲିସ୍। କମିଶନରେଟ୍ ପୋଲିସକୁ ମିଳିଛି ବଡ ସଫଳତା। ଇନଫୋସିଟି ଥାନା ଅଂଚଳରେ ଏଟିଏମ ଲୁଟ ଘଟଣାର ଅଭିଯୁକ୍ତଙ୍କ ପତ୍ତା ପାଇଛି ପୋଲିସ। ଅଭିଯୁକ୍ତମାନେ ରାଜ୍ୟ ବାହାରର ହୋଇଥିବା ବେଳେ ଅନ୍ୟ ଘଟଣାରେ ଜେଲ ଭିତରେ ଥିଲେ। ମୁକିଳିବା ପରେ ରାଜଧାନୀରେ ଲୁଟ୍‌ପାଟ୍ ଆରମ୍ଭ କରିଛନ୍ତି।

ଅଭିଯୁକ୍ତ ଲୁଟ ଟଙ୍କାକୁ ବିଟ କଏନରେ ବିନିଯୋଗ କରିଥିବା ଜଣାପଡ଼ିଛି। ରିମାଣ୍ଡରେ ଆଣି ଟଙ୍କା ରିକଭରି ପାଇଁ ଚେଷ୍ଟା ଚଲାଇଛି ପୋଲିସ। ଆଜି ସାମ୍ବାଦିକ ସମ୍ମିଳନୀ କରି ଏ ସଂପର୍କରେ ସୂଚନା ଦେଇଛନ୍ତି ପୋଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀ।

   Related Posts