Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ଯୁକ୍ତ ୨ ଆଡ୍‌ମିଶନ୍ ପାଇଁ ଅନଲାଇନ୍‌ ଆବେଦନ ପ୍ରକ୍ରିୟାର ସମୟ ସୀମା ବୃଦ୍ଧି

31/08/2020 at 8:30 PM

ଭୁବନେଶ୍ବର୩୧/୮: ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଆବେଦନ ତାରିଖ ଘୁଞ୍ଚିଲା। ଅଗଷ୍ଟ ୩୧ ତାରିଖରେ ଆବେଦନର ଶେଷ ତାରିଖ ଥିଲା, ଯାହା ବର୍ତ୍ତମାନ ସାତ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ। ଏହି ଚିଠିକୁ ଗ୍ରହଣ କରି ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସ୍ନାତକ ଆବେଦନକୁ ଏକ ସପ୍ତାହ ଲାଗି ଘୁଞ୍ଚାଇ ଦିଆଯାଇଛି।

ଯୁକ୍ତ ଦୁଇ ଆଡ଼ମିସନ ପାଇଁ ଅନଲାଇନ ଆବେଦନର ସମୟ ସୀମା ବୃଦ୍ଧି ହୋଇଛି। ସେପ୍ଟେମ୍ବର ୪ ତାରିଖରୁ ଆଉ ସାତ ଦିନ ବୃଦ୍ଧି କରାଯାଇଛି। ଯୁକ୍ତ ଦୁଇ ଲାଗି ଆବେଦନ ତାରିଖକୁ ୧୧ ସେପ୍ଟେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରାଯିବା ନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ। ରାଜ୍ୟରେ ବିଭିନ୍ନ ଅଂଚଳରେ ବନ୍ୟା କାରଣରୁ ଏହି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି |

   Related Posts