Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଫେସ୍‌ବୁକରେ ପ୍ରେମ ନିବେଦନ କରି ନିର୍ଧୁମ ଛେଚା ଖାଇଲେ ଯୁବକ

20/09/2020 at 4:04 PM

ଦିଘା୨୦/୯: ହ୍ବାଟସ୍‌ଆପ୍‌ ଏବଂ ଫେସ୍‌ବୁକ୍‌ରେ ପ୍ରେମ ନିବେଦନ କରି ନିର୍ଧୁମ ଛେଚା ଖାଇଲେ ଯୁବକ। ଖାଲି ସେତିକି ନୁହେଁ ସୋସିଆଲ ମିଡିଆ ଜରିଆରେ ଏହି ଯୁବକ ଜଣଙ୍କ ଯୁବତୀଙ୍କୁ ଦୁର୍ବ୍ୟବହାର କରୁଥିବାର ଅଭିଯୋଗ ହୋଇଛି।ଏହି ଘଟଣାରେ ତିନି ଯୁବତୀ ମିଶି ଯୁବକଙ୍କୁ ନିର୍ଧୁମ ଛେଚିଲେ।ବାଲେଶ୍ବର ଅଞ୍ଚଳ ଦିଘାରେ ରହି ଯୁବକ କାମ କରୁଥିଲେ। ଫେସ୍‌ବୁକ୍‌ ଏବଂ ନମ୍ବର ଆଣି ହ୍ବାଟସ୍‌ଆପ୍‌ରେ ପ୍ରେମ ନିବେଦନ କରିଥିଲେ। ମାତ୍ର ଯୁବତୀ ଜଣକ ଏଥିରେ ରାଜି  ନ ହେବାରୁ ଶେଷରେ ସେମାନଙ୍କୁ ଦୁର୍ବ୍ୟବହାର କରି ଆସୁଥିଲା। ଶେଷରେ ଯୁବତୀ ଜଣକ ନିଜ ସାଙ୍ଗ ମାନଙ୍କ ସହିତ ଜଳେଶ୍ୱର ଆସି ଉକ୍ତ ଯୁବକକୁ ଦିଘାରୁ  ଡକାଇ ନିରର୍ଧୁମ ଛେଚି ଥିଲେ ।

   Related Posts