Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ରାଜଧାନୀରେ ପୁଣି ନକଲି ଇଲେକ୍ଟ୍ରୋ ହୋମିଓପାଥି ଡାକ୍ତର ସକ୍ରିୟ

8/05/2018 at 6:51 AM

କିଛି ଦିନ ତଳେ ଇଲେକ୍ଟ୍ରୋ ହୋମିଓପାଥି ଡାକ୍ତର ଚଳାଇଥିବା ସାଙ୍ଘାତିକ ବେପାର ସମ୍ପର୍କରେ ଷ୍ଟିଙ୍ଗ ଅପରେସନ କରିଥିଲା News7 | କିଛି ଦିନ ଚୁପ ରହିବା ପରେ ପୁଣି ଥରେ ରାଜଧାନୀରେ କ୍ଲିନିକ ଖୋଲି ବେଶ ଆରାମରେ ବେପାର ଆରମ୍ଭ କରିଦେଇଛନ୍ତି ଏହି ନକଲି ଡାକ୍ତର | ଖବର ପାଇ News7 ଟିମ ପୁଣି ପହଞ୍ଚିଥିଲା ଏହିପରି ଏକ କ୍ଲିନିକରେ | ହେଲେ News7 ପ୍ରତିନିଧିଙ୍କୁ ମିଛ କେଶରେ ଫସାଇବାର ଧମକ ମିଳିଥିଲା |

Leave a Reply

   Related Posts