Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ନକଲି ମାଓବାଦୀ ଗିରଫ

18/05/2018 at 12:03 PM

ମାଓବାଦୀଙ୍କ ନାଁରେ ବାଟି ଆଦାୟ କରୁଥିବା ଅଭିଯୋଗରେ ୨ ଗିରଫ …. ଗିରଫ ଦୁଇଜଣ ହେଲେ ତ୍ରିଲୋଚନ ମୁଣ୍ଡା ଓ ବାବୁଲାଲ ଖୁଣ୍ଟିଆ …. ଯୋଡ଼ା ଅଂଚଳର ଏହି ଦୁଇ ଅଭିଯୁକ୍ତ ମାଓବାଦୀ ନାଁରେ ଚାନ୍ଦ ମାଗୁଥିଲେ …. ଫୋନ କଲ କରି ଧମକ ମଧ୍ୟ ଦେଉଥିଲେ …. ଏନେଇ ପୋଲିସରେ ଅଭିଯୋଗ ହୋଇଥିଲା …. ପୋଲିସ ତଦନ୍ତ କରି ସେମାନଙ୍କୁ ଗିରଫ କରିଛି ….

Leave a Reply

   Related Posts