Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

୬ଟି ୧୦୦ଟଙ୍କିଆ ଓ ୨ଟି ୨୦୦ଟଙ୍କିଆ ନକଲି ନୋଟ୍ ଜବତ, ଜଣେ ଗିରଫ

3/11/2021 at 3:49 PM

ଚାନ୍ଦବାଲି ୩।୧୧: ଦିନକୁ ଦିନ ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନକଲି ନୋଟ୍ କାରବାର ବଢ଼ିବାରେ ଲାଗିଛି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ପୀରାହାଟ ଥାନା ଅଞ୍ଚଳରେ। ବାଁସଡା ଥାନା ନୂଆଗାଁ ପଞ୍ଚାୟତ ହଟପୁର ଗ୍ରାମରେ ନିରଞ୍ଜନ ଜେନା ବୋଲି ଜଣାପଡିଛି ।

ଯୁବକ ଜଣକ ଗଦି ବଜାରରେ ଥିଲା ତ୍ରିପାଠୀ ହାର୍ଡଓ୍ବେୟାର ଦୋକାନରୁ କିଛି ଇଲେଟ୍ରିକ୍ ସାମଗ୍ରୀ କିଣି ଟଙ୍କା ଦେବା ସମୟରେ ଦୋକାନୀ ନକଲି ନୋଟ୍ ବୋଲି ଜାଣିବାକୁ ପାଇଥିଲେ । ଅଭିଯୁକ୍ତକୁ ଅଟକ ରଖି ପୀରାହାଟ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୀରାହାଟ ପୋଲିସ ପହଞ୍ଚି ଅଭିଯୁକ୍ତକୁ ଥାନାକୁ ଆଣିବା ସହିତ ତାପାଖରୁ ୬ଟି ୧୦୦ଟଙ୍କିଆ ନୋଟ ଏବଂ ୨ଟି ୨୦୦ଟଙ୍କିଆ ନକଲି ନୋଟ ଜବତ କରି କେସ୍ ନଂ-୧୪୯ ଦଫା ୪୨୦, ୪୮୪(ବି) ୪୮୯(ସି) ରେ ପୀରାହାଟ ଥାନା କେସ୍ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ।

   Related Posts