Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଆସିକା ପୋଲିସକୁ ପୁଣି ସଫଳତା : ତିନି ଦଲାଲ ସହ ଦୁଇ ନକଲି ଶିକ୍ଷକ ଗିରଫ

6/03/2020 at 7:59 PM

ବ୍ରହ୍ମପୁର ୦୬।୦୩: ଗଞ୍ଜାମ ଜିଲ୍ଲା ଆସିକା ପୋଲିସକୁ ପୁଣି ସଫଳତା ମିଳିଛି । ନକଲି ପ୍ରମାଣପତ୍ର ଦାଖଲ କରି ଶିକ୍ଷକତା କରୁଥିବା ଅଭିଯୋଗରେ ଦୁଇଜଣ ନକଲି ଶିକ୍ଷକ ଗିରଫ ହୋଇଛନ୍ତି । ଗିରଫ ଦୁଇ ନକଲି ଶିକ୍ଷକ ହେଉଛନ୍ତି ଅଶୋକ ସାହୁ , ଓକିଲ ବିଷୋୟୀ ବୋଲି ଜଣାପଡିଛି । ଦୁଇ ଜଣ ନକଲି ଶିକ୍ଷକଙ୍କ ସହିତ ତିନିଜଣ ଦଲାଲ୍‌କୁ ଗିରଫ କରିଛି ଆସିକା ପୋଲିସ । ଗତ କିଛି ଧରି ଚାଲିଥିବା ନକଲି ଶିକ୍ଷକଙ୍କୁ ଧରିବା ପାଇଁ ଜୋରଦାର ଅଭିଯାନ ଜାରି ରଖିଛି ପୋଲିସ ।  

ଗତ ୬ମାସ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ୪୦ରୁ ଅଧିକ ନକଲି ଶିକ୍ଷକଙ୍କୁ ଚିହ୍ନଟ କରାଯାଇଛି । ଏବଂ ସେମାନଙ୍କ ବିରୋଧରେ ବିଭିନ୍ନ ଥାନାରେ ମାମଲା ରୁଜୁ କରିଛି ଶିକ୍ଷା ବିଭାଗ । ବର୍ତ୍ତମାନ ପର୍ଯ୍ୟନ୍ତ ୧୦ଜଣରୁ ଅଧିକ ନକଲି ଶିକ୍ଷକଙ୍କୁ ଗିରଫ କରିସାରିଛି ପୋଲିସ ।

   Related Posts