Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ଜେଲ୍‌ ଗଲେ ଫାଲକନ୍‌ର ଜିଏମ୍‌ଙ୍କ ସହ ୭ କର୍ମଚାରୀ

14/11/2019 at 7:53 PM

ବାଲେଶ୍ବର ୧୪।୧୧ : ବାଲେଶ୍ବର ଫାଲକନ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରି ଗ୍ୟାସ୍ ଲିକ୍ ଘଟଣାରେ ଜିଏମ୍‌ଙ୍କ ସହ ସାତ ଜଣ ଜେଲ୍‌ ଯାଇଛନ୍ତି । ଏମାନଙ୍କୁ ପୂର୍ବରୁ ପୁଲସି ଗିରଫ କରିଥିଲା । ଏହା ସହ କମ୍ପାନୀକୁ ମଧ୍ୟ ସିଲ୍ କରାଯାଇଥିଲା । ଏମ୍‌ଏଫ୍‌ସି ଏମାନଙ୍କୁ ଜାମିନ ଆବେଦନ ଖାରଜ ହେବାପରେ ତାଙ୍କୁ ଜେଲ୍‌ ପଠାଯାଇଛି । ପୋଲିସ କମ୍ପାନୀ ଫାଟକରେ ତାଲା ଝୁଲାଇ ଦେବା ସହ ସାତ ଜଣ କର୍ମଚାରୀଙ୍କୁ ଗିରଫ କରିଥିଲା । ଜେଲ୍‌ଯାଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଜିଏମ୍, ଏଚ.ଆର.ମ୍ୟାନେଜର, ସେପ୍ଟି ଅଫିସର, ସୁପରଭାଇଜର ଅଛନ୍ତି ।

ଗତକାଲି ବାଲେଶ୍ୱର ଖନ୍ତାପଡ଼ାଠାରେ ଫାଲକନ ମେରାଇନର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ପ୍ରାୟ ୧୦୦ ଜଣ ଗୁରୁତର ହୋଇପଡିଥିଲେ ।ବିଷାକ୍ତ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଥିବା କର୍ମଚାରୀଙ୍କ ମଧ୍ୟରୁ ୯୯ ଜଣ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥାର ଉନ୍ନତି ଆସୁଛି । ସମସ୍ତେ ବିପଦ ମୁକ୍ତ ଥିବା ଡାକ୍ତର କହିଛନ୍ତି । ଅସୁସ୍ଥଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

   Related Posts