Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକରେ ଗୁଳିମାଡ଼ କରି ସୁନା ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବରରୁ ଦିନକରେ ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୪ ସୁସ୍ଥ
  • ||
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||

ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ

23/04/2018 at 10:13 AM

ବାଲିଅନ୍ତା ଥାନା ବେଣ୍ଟପୁରର ପୀତବାସ ଦାସଙ୍କ ସହ ବାଳକୃଷ୍ଣ ଦାସଙ୍କ ପରିବାର ମଧ୍ୟରେ ପୂର୍ବରୁ ଶତ୍ରୁତା ଥିଲା
ଆଜି ପୀତବାସ ଘରେ ନଥିବା ବେଳେ ବାଳକୃଷ୍ଣଙ୍କ ପରିବାର ପୀତବାସଙ୍କ ଘରେ ପଶି ଅଶ୍ଳୀଳ ଗାଳିଗୁଲଜ କରିଥିଲେ
ଘରେ ପଶି କ୍ୟାମେରା ସହ ଅନ୍ୟାନ୍ୟ ଆସବାବ ମଧ୍ୟ ଭାଙ୍ଗିଦେଇଥିଲେ
ବେକରୁ ସୁନା ଚେନ ମଧ୍ୟ ଛଡାଇ ନେଇଛନ୍ତି
ବାଲିଅନ୍ତା ଥାନାରେ ମାମଲା ରୁଜ୍ଜୁ ହୋଇଛି

Leave a Reply

   Related Posts