Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ପ୍ରେମିକା ଘର ଲୋକେ କାଟିଦେଲେ ପ୍ରେମିକର ବେକ , ବିବାହ ସମ୍ପର୍କରେ କଥାବର୍ତ୍ତା କରିବାକୁ ଯାଇଥିଲେ…

29/10/2019 at 7:59 PM

ଖୋର୍ଦ୍ଧା୨୯|୧୦: ଜଟଣୀ ଥାନା ଅନ୍ତର୍ଗତ ତରାବୋଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ବିବାହ ପ୍ରସ୍ତାବ ନେଇ ଆସିଥିବା ଯୁବକଙ୍କ ସହ ଝିଅଘର ଲୋକଙ୍କ ହଠାତ ବଚସା ହୋଇଥିଲା । ଏହି ବଚସାବେଳେ ଝିଅଘର ଲୋକେ ଯୁବକଙ୍କ ଚଣ୍ଟିକୁ ଧାରୁଆ ଅସ୍ତ୍ରରେ କାଟି ଦେଇଥିବା ଜଣାପଡିଛି ।

ଖବର ନେବାରେ ଜଣାପଡିଛି ଯେ, ଜଟଣୀ ଥାନା ଅନ୍ତର୍ଗତ ବେଣାପଞ୍ଜରୀ ଗ୍ରାମର ସକିଲ ଖାନ ନାମକ ଜଣେ ଯୁବକ ତରାବୋଇ ଅଂଚଳର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ । ଆଜି ସଂପୃକ୍ତ ଯୁବତୀ ତାଙ୍କ ପ୍ରେମିକ ଏବଂ ତାଙ୍କ ବାପାଙ୍କୁ ବିବାହ ସ୍ଥିର କରିବା ପାଇଁ ତାଙ୍କ ଘରକୁ ଡାକିଥିଲେ ।

ତେବେ ସେଠାରେ ବିବାଦ ହେବାରୁ   ଝିଅ ଘର ଲୋକେ ପୁଅର ବେକ କଟିଥିବା ଅଭିଯୋଗ ହୋଇଛି । ସମ୍ପୃକ୍ତ ଯୁବକ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି ।ସକିଲଙ୍କ ମା ଅଭିଯୋଗ କରିଛନ୍ତି ଯେ, ଝିଅର ଭିଣୋଇ, କକାପୁଅ ଭାଇ ମିଶି ଏଭଳି କରିଛନ୍ତି ।

   Related Posts