Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ସମ୍ବଲପୁର ବିଶ୍ବବିଦ୍ୟାଳୟ କର୍ମଚାରୀ ଦୀନବନ୍ଧୁଙ୍କ ପରିବାରକୁ ମିଳିବ ୨.୫ଲକ୍ଷ ଟଙ୍କା, ପୁଅକୁ ମିଳିବ ଚାକିରୀ

23/04/2021 at 3:35 PM

ସମ୍ବଲପୁର ୨୩।୪: ସମ୍ବଲପୁର ବିଶ୍ବବିଦ୍ୟାଳୟର ଗୁରୁତ୍ବପୂର୍ଣ୍ଣ ସିଣ୍ଡିକେଟ ବୈଠକରେ ନିଷ୍ପତ୍ତି । ମୃତ ଦୀନବନ୍ଧୁଙ୍କ ପରିବାରକୁ ମିଳିବ ଆଉ ୨.୫ ଲକ୍ଷ ଟଙ୍କାର କ୍ଷତିପୂରଣ । ଆଉଟସୋର୍ସିଂରେ ତାଙ୍କ ପୁଅକୁ ଚାକିରି ମିଳିବ ।

ଅନ୍ୟ ଦୁଇ ମୃତକଙ୍କ ପରିବାର ପକ୍ଷରୁ ଆବେଦନ ହେଲେ ତା ଉପରେ ପଦକ୍ଷେପ ନିଆଯିବ ଏବଂ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ସ୍ଥାୟୀ ନିଯୁକ୍ତି ନେଇ ସଂଘ ଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ପର୍ଯ୍ୟାୟକ୍ରମେ ବୈଠକ ହୋଇ ନିଷ୍ପତ୍ତି ନିଆଯିବ । କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲଙ୍କ ଅଧକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା, ସୁରକ୍ଷା ବ୍ୟବସ୍ଥାକୁ ଆଖିଆଗରେ ରଖି କ୍ୟାମ୍ପସରେ ପୋଲିସ ମୁତୟନ ହୋଇଥିଲା ।

   Related Posts