Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ୍ ସାରିବାକୁ ଲକ୍ଷ୍ୟ, ରାଜ୍ୟରେ ୨୪ ଶହକୁ ଟିକାକରଣ କେନ୍ଦ୍ର ବୃଦ୍ଧି : ପରିବାର କଲ୍ୟାଣ ନିର୍ଦ୍ଦେଶକ

12/11/2021 at 12:04 PM

ଭୁବନେଶ୍ବର ୧୨।୧୧: ରାଜ୍ୟରେ ଟିକାକରଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କ । ସେ କହିଛନ୍ତି, ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ୍ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟରେ ଟିକାକରଣ କେନ୍ଦ୍ର ୧୬୦୦ରୁ ବଢି ୨୪୦୦ ହୋଇଛି । ବିଶେଷ କରି ଗ୍ରାମାଞ୍ଚଳକୁ ଫୋକସ୍ କରି କେନ୍ଦ୍ର ଖୋଲା ଯାଉଛି । ଯେଉଁ ଗ୍ରାମରେ ୧୦୦ରୁ ଅଧିକ ଟିକା ନେଇ ନଥିବା ଲୋକ ଅଛନ୍ତି ସେଠାରେ କେନ୍ଦ୍ର ଖୋଲା ଯାଇଛି ।

ବର୍ତ୍ତମାନ ସୁଦ୍ଧା ୩ କୋଟି ୯୮ ଲକ୍ଷ ୭୪ ହଜାର ୨୮୫ ଡୋଜ୍ ଦିଆହୋଇଛି ଯାହା ଆଜି ୪ କୋଟି ଛୁଇଁ ଯିବ । ୨ କୋଟି ୬୬ ଲକ୍ଷ ୫୪ ହଜାର ୧୯୩ ପ୍ରଥମ ଡ଼ୋଜ୍ ଏବଂ ୧ କୋଟି ୩୨ ଲକ୍ଷ ୨୦ ହଜାର ୯୨ ଦ୍ବିତୀୟ ଡ଼ୋଜ୍ ଦିଆଯାଇଛି । ୩୧ ଲକ୍ଷ ଲୋକ ଦ୍ବିତୀୟ ଡୋଜ୍ ଅପେକ୍ଷାରେ । ୨ରୁ ହର୍ ଘର କାର୍ଯ୍ୟକ୍ରମ ପରେ ଦ୍ବିତୀୟ ଡ଼ୋଜ ୩୫% ରୁ ବଢି ୪୦% ହୋଇଛି । ସେହିପରି ପ୍ରଥମ ଡୋଜ୍ ୮୨ ପ୍ରତିଶତ ଲୋକ ନେଇଥିବା ବେଳେ ୪୧ ପ୍ରତିଶତ ଉଭୟ ଡୋଜ୍ ଦିଆସରିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ।

   Related Posts