Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଟୋକନ ବ୍ୟବସ୍ଥାକୁ ବିରୋଧ କରି ୧୨ ଘଣ୍ଟିଆ ଅତାବିରା ବନ୍ଦ ଡାକରା

20/11/2019 at 9:43 AM

ବରଗଡ ୨୦।୧୧: ଟୋକନ ବ୍ୟବସ୍ଥାକୁ ବିରୋଧ କରି ୧୨ ଘଣ୍ଟିଆ ଅତାବିରା ବନ୍ଦ ଡାକରା ଦିଆଯାଇଛି । ରାଜ୍ୟ କୃଷକ ସଙ୍ଗଠନ ପକ୍ଷରୁ ବନ୍ଦ ପାଳନ ପାଇଁ ଆହ୍ବାନ । ବନ୍ଦ ଡାକରା ଫଳରେ ସମସ୍ତ ସରକାରୀ ଓ ବେସରକାରୀ  ଅଫିସ ବନ୍ଦ ରହିଛି । ସ୍କୁଲ କଲେଜ, ଦୋକାନ ବଜାର ବନ୍ଦ କରାଯାଇଥିବା , ବେଳେ ଯାନବାହନ ଚଳାଚଳ ସ୍ବାଭାବିକ ରହିଛି ।

ସୂଚନାଯୋଗ୍ୟ ଯେ , ଟୋକନ ବ୍ୟବସ୍ଥା ବିରୋଧ କରି ୧୨ଘଣ୍ଟିଆ ଅତବାରି ବନ୍ଦ ଡାକରା ଦିଆଯାଇଛି ।ଗତକାଲି ବରଗଡ ଜିଲ୍ଲା ଯୋଗାଣ ଅଧିକାରୀ, ଉପନିବନ୍ଧକ ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟରୁ ଧସେଇ ଚାଷୀ ପଶିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମଧ୍ୟ ତାଲା ପକାଇ ଦେଇଥିଲେ ଚାଷୀ । ସେହିଭଳି ଆତବିରା ଓ ଭେଡେନ୍‌ରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ତାଲା ପକାଇବା ସହ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ କୁଶପୁତ୍ତଳିକା ଦାହ କରିଥିଲେ ।

   Related Posts