Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଚାଷୀଙ୍କ ମୃତ୍ୟୁ

11/08/2019 at 1:14 PM

ସୋର ୧୧|୮:  ବଲେଶ୍ବର ଜିଲ୍ଲା ସୋରରେ ବଜ୍ରାଘାତରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ବାଲେଶ୍ବର ଜିଲ୍ଲା ଔପଦା ବ୍ଲକ୍ ବଡପୋଖରୀ ଅଞ୍ଚଳର ଅର୍ନ୍ତଯ୍ୟାମୀ ନାୟଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଛି । ଆଜି ସକାଳେ ଅର୍ନ୍ତଯ୍ୟାମୀ ନିଜ ବିଲରେ ଧାନ ଗଛ ରୋଇବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ଗୁରୁଚର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଔପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଥିବାର ଡାକ୍ତର ସୂଚନା ଦେଇଥିଲେ ।

   Related Posts