Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ରେଙ୍ଗାଲି: ଚୋରି ଟଙ୍କା ଫେରି ପାଇଲେ ଚାଷୀ

25/01/2021 at 10:20 PM

ରେଙ୍ଗାଲି୨୫/୧: ଚାଷୀ ଫେରି ପାଇଲେ ଚୋରି ଟଙ୍କା। ଚୋରୀ ହୋଇଥିବା ଟଙ୍କା ଫେରାଇବା ସହ ଅଭିଯୁକ୍ତ ଗିରଫ କରିଛି ରେଙ୍ଗାଲି ପୋଲିସ। ସୂଚନା ଅନୁସାରେ ଗତ ୧୫ ତାରିଖରେ ରେଙ୍ଗାଲି କୋଅପରେଟିଭ୍ ବ୍ଯାଙ୍କ ନିଜ ଧାନ ବିକ୍ରି ପଇସା ବାହାର କରି ଗାଡି ଡିକିରେ ରଖିଥିଲେ ପାହାରପାଲି ଗାଁର ଚାଷୀ ପ୍ରମୋଦ ପଟେଲ | ତେବେ ଡିକି ଭାଙ୍ଗି ଅଭିଯୁକ୍ତ ଜଣକ ପ୍ରମୋଦଙ୍କର ଧାନ ବିକିଥିବା ୨ଲକ୍ଷ ଟଙ୍କା ଧରି ଫେରାର୍ ମାରିଥିଲା | ଏଥିରେ ରେଙ୍ଗାଲି ଥାନା ଅଧିକାରୀ ଧବଲେଶ୍ବର ସାହୁଙ୍କ ନେତୃତ୍ବରେ ଏକ ଟିମ୍ ଜିଲ୍ଲା ତଥା ଜିଲ୍ଲା ବାହାରେ ଚଢାଉ କରି ଅଭିଯୁକ୍ତକୁ ଗିରଫ କରିବା ସହ ୨ଲକ୍ଷ ଟଙ୍କା ଫେରସ୍ତ କଲେ ଥାନା ଅଧିକାରୀ | ଏହା ଦ୍ବାରା ଚାଷୀ ମୁହଁରେ ହସ ଫୁଟିବା ସହ ପୋଲିସକୁ ଧନ୍ଯବାଦ ଦେଇଛନ୍ତି।

   Related Posts