Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||

ନୀଳଗିରିରେ ଭାଲୁ ଆତଙ୍କ ! ଭାଲୁ ଆକ୍ରମଣରେ ଜଣେ ଗୁରୁତର

26/06/2018 at 6:50 AM

ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ମହିସାପଟା ଅଂଚଳରେ ଭାଲୁ ଆତଙ୍କ ଦେଖାଦେଇଛି।ଏହିଗ୍ରାମକୁ ଭାଲୁ ଆଜି ସକାଳୁ ପଶିଆସିବା ପରେ ଜିତୁସାହୁ ଙ୍କ ଘରକୁ ପସିଯାଇଥିଲା।ପରେ ସେଠୁ ବାହାରି ବିଲରେ ଚାଷକାମକରୁଥିବା ସେହିଗ୍ରାମର ଜାଠା ସିଂର ପୁଅ ବୁଦୁ ସିଂ କୁ ଆକ୍ରମଣ କରିଥିଲା।ତାଙ୍କୁ ଗୁରୁତର ଭାବେ ନୀଳଗିରି ହସ୍ପିଟାଲ ରେ ଭର୍ତିକରାଯାଇଛି।ଭାଲୁ କୁ କ୍ଷତି ନପହଂଚିବା ଓ ଭାଲୁ ଦାଉରୁ ଗ୍ରାମବାସୀଙ୍କୁ ସୁରକ୍ଷାଦେବା ନେଇ ବ୍ୟାପକ ବନକର୍ମଚାରି ନିୟୋଜିତ ହୋଇଥିବା ଜଣାପଡିଛି।

   Related Posts