Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ପାଓ୍ବାର ଟିଲରରେ ଚାପି ହୋଇ ଚାଷୀ ଗୁରୁତର

7/10/2021 at 10:15 AM

କାମାକ୍ଷାନଗର ୭।୧୦: ପାଓ୍ବାରଟ୍ରିଲରରେ ଚାପି ହୋଇ ଚାଷୀ ଗୁରୁତର ।  ଗୁରୁତର ଚାଷୀ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଖଟଖୁରା ଗ୍ରାମର ପ୍ର୍ରତାପ ସାହୁ।  ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ କାମାକ୍ଷାନଗର ମେଡିକାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।  

ଗୁରୁବାର ସକାଳେ ପ୍ରତାପ ନିଜ ବିଲରେ ପାଓ୍ବାର ଟିଲରରେ ଚାଷ କାର୍ଯ୍ୟ କରୁଥିବା ବେଳେ ଅସାବଧାନତା ବଶତଃ ପାଓ୍ବାରଟିଲର ଭିତରେ ଗୋଡ ପଶି ଯାଇଥିଲା ।  ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତାଙ୍କ ବାମ ଗୋଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି ।

   Related Posts