ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ଚାଷୀଙ୍କୁ ଚୂନ ଲଗାଇଲା ବୀମା କମ୍ପାନୀ

14/08/2018 at 11:41 PM

ଚାଷୀଙ୍କୁ ଠକିଦେଇଛି ବୀମା କମ୍ପାନୀ । ବର୍ଷା ଅଭାବରୁ ଚାଷ ଉଜୁଡିଲା, ବୀମା କମ୍ପାନୀ ଭରସା ଭାଙ୍ଗିଲା । ବଲାଙ୍ଗିରରେ ବୀମାକମ୍ପାନୀ ଚୋଳାମଣ୍ଡଲମ୍ ବିରୋଧରେ ସଙ୍ଗୀନ ଅଭିଯୋଗ । ବୀମା କମ୍ପାନୀର ଠକାମି ଶିକାରୀ ହୋଇଥିବା ଚାଷୀ ରାସ୍ତାକୁ ଓହ୍ଲାଇଛନ୍ତି । ତେବେ ଆଗାମି ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ ଆହୁରି ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି ।

   Related Posts