ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ଚାଷୀ ଆନ୍ଦୋଳନର ଅସଲ ଉଦ୍ଦେଶ୍ୟକୁ ନେଇ ଉଠିଲା ପ୍ରଶ୍ନ : 9pm Discussion (06.11.2018)

7/11/2018 at 2:54 AM

ଆଜିର ବିତର୍କ – ଚାଷୀ ମୋହରା ।
ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନସନ୍ ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନ ପଛର ଉଦ୍ଦେଶ୍ୟକୁ ନେଇ ପ୍ରଶ୍ନ ଉଠିଲାଣି । ଚାଷୀ ଆନ୍ଦୋଳନର ଅସଲ ଉଦ୍ଦେଶ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି, ରାଜ୍ୟର କିଛି ଆଗଧାଡ଼ିର ଚାଷୀନେତା । ନବ ନିର୍ମାଣ କୃଷକ ସଂଗଠନ ଆଣିଥିବା ସମସ୍ୟା ପ୍ରକୃତ ସମସ୍ୟା ନୁହେଁ ବୋଲି ସେମାନେ କହିଛନ୍ତି । ନିଜର ରାଜନୈତିକ ଉଦ୍ଦେଶ୍ୟ ସାଧନ ପାଇଁ କିଛି ନେତା , ଚାଷୀଙ୍କୁ ବ୍ୟବହାର କରୁଥିବା ଆରୋପ ଆସିଛି । ସେପଟେ ରାଜନୈତିକ ଦଳ ଭିତରେ ଏହାକୁ ନେଇ ଆରୋପ ପ୍ରତ୍ୟାରୋପ ଚାଲିଛି ।

   Related Posts