Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ପରିବା ବଗିଚାରେ ମୋଟର ଯୋଗେ ମଡ଼ାଉଥିଲେ ପାଣି, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ

2/11/2021 at 4:36 PM

ପାଟଣା, ୦୨।୧୧: ବଗିଚାକୁ ମୋଟର ଯୋଗେ ପାଣି ମଡାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ତୁରୁମୁଙ୍ଗା ଥାନା ବଲାଣିପଶି ଗ୍ରାମର ନୃସିଂହ ମହାନ୍ତ । ଆଜି ଅପରାହ୍ନରେ  ନୃସିଂହ ପରିବା ବଗିଚାକୁ କୂଅରୁ ମୋଟର ଯୋଗେ ପାଣି ମଡାଉଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ତାଙ୍କୁ ୧୦୮ ଆମ୍ୱୁଲାନ୍ସ ସହାୟତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଥିବା ଜଣାପଡ଼ିଛି ।

   Related Posts