Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଫସଲହାନୀ ଯୋଗୁଁ ବିଷ ପିଇଲେ ଯୁବ ଚାଷୀ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

25/07/2019 at 8:51 AM

ବରଗଡ ୨୫|୭: ବରଗଡରେ ଯୁବ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ ହୋଇଛି । ବରଗଡ ଜିଲ୍ଲା ବିରମାଲ୍ ପଞ୍ଚାୟତ ପୋଢମୁଡା ଗାଁର ଚାଷୀ ବୈଷ୍ଣବ ଭୁଏ ବିଷ ପିଇ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ବୈଷ୍ଣବ ବିଷ ପିଇ ଦେଇଥିଲେ । ଫସଲ ହାନୀ ଯୋଗୁଁ ସେ ଜୀବନ ହାରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

   Related Posts