Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପଦ୍ମପୁରରେ ରାସ୍ତାକୁ ଓହ୍ଲାଇଲେ ଚାଷୀ : ମଣ୍ଡିରେ ଧାନ ବିକ୍ରି ପାଇଁ ଟୋକନ ନମିଳିବା ପ୍ରତିବାଦରେ ଆନ୍ଦୋଳନ

20/01/2020 at 10:38 AM

ବରଗଡ଼ ୨୦/୧: ଧାନ ବସ୍ତା ରଖି ରାସ୍ତାରେ ଚାଷୀ । ବରଗଡ଼ ଜିଲ୍ଲା ପଦ୍ମପୁର ବଏସନା ରୋଡ଼ ଲାଖମରା ଛକରେ ଧାନ ବସ୍ତା ରଖି ରାସ୍ତା ରୋକ କରିଛନ୍ତି ଚାଷୀ । ଲାଖମରା ସୋସାଇଟିର ପାଖାପାଖି ୩୦୮ ଜଣ ଚାଷୀ ଧାନ ବିକ୍ରି ପାଇଁ ଟୋକନ୍ ନପାଇବାରୁ ରାସ୍ତାକୁ ଓହ୍ଲାଇଛନ୍ତି ।

ମଣ୍ଡିରେ ଧାନ ବିକି ନପାରିବା ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି । ଘଟଣା ସଂପର୍କରେ ପଦ୍ମପୁର ଉପ ଜିଲ୍ଲାପାଳ ଓ ବରଗଡ ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ ବି କିଛି ଫଳ ନହେବାରୁ ବାଧ୍ୟ ହୋଇ ଚାଷୀ ଧାନ ରଖି ରାସ୍ତା ବସିଛନ୍ତି ।  ଦାବି ପୂରଣ ନହେବା ଯାଏ ସେମାନେ ରାସ୍ତାରୁ ଉଠିବେ ନାହିଁ ବୋଲି କହିଛନ୍ତି।

   Related Posts