Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଚାଷୀଙ୍କ ପିଛା ଛାଡ଼ୁନି ମଣ୍ଡି ସମସ୍ୟା : ପ୍ରତିବାଦରେ ତହସିଲ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

1/07/2021 at 1:28 PM

ବିନିକା ୧।୭: ସୁବର୍ଣ୍ଣପୁର ଜିଲ୍ଲାରେ ଚାଷୀଙ୍କ ପିଛା ଛାଡ଼ୁନି ମଣ୍ଡି ସମସ୍ୟା I ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଅଂଚଳରେ ବିଭିନ୍ନ ମଣ୍ଡିରେ ଅବ୍ୟବସ୍ଥାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ I ଟୋକନ ଲାପ୍ସ ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ଚାଷୀଙ୍କ ଟୋକନ ଆସିନଥିବାରୁ ଏମାନେ ମଣ୍ଡିରେ ଧାନ ବିକ୍ରି କରିବାରୁ ବଞ୍ଚିତ ହୋଇଛନ୍ତି ।

ଫଳରେ ଗୁରୁବାର ଚାଷୀମାନେ ରାମପୁର ତହସିଲ କାର୍ଯ୍ୟାଳୟରେ ତାଲା ମାରିବା ସହ ଧାରଣାରେ ବସିଛନ୍ତି । ଏପରିକି ଟ୍ରାକ୍ଟରରେ ଧାନଲୋଡ଼ କରି ରାତିସାରା ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ଯେ, ପର୍ଯ୍ୟନ୍ତ ଏମାନଙ୍କ ଟୋକନ ଆସିବନାହିଁ ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚାଷୀମାନେ କହିଛନ୍ତି । ଚାଷୀଙ୍କ ଏଭଳି ପ୍ରତିବାଦ ଯୋଗୁଁ ତହସିଲ କାମରେ ବାଧା ସୃଷ୍ଟି ହେବା ସହ ତହସିଲ କାମ ଠପ୍ ହୋଇଯାଇଛି ।

   Related Posts