Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||

ସମବାୟ ସମିତି ଆଗରେ ଧାରଣାରେ ବସିଲେ ଚାଷୀ

22/11/2019 at 4:33 PM

ସୋର ୨୨।୧୧: ସୋର ଅଡ଼ଙ୍ଗ ସେବା ସମବାୟ ସମିତି ଆଗରେ ଧାରଣାରେ ବସିଲେ ଚାଷୀ । ଗତ ବାତ୍ୟା ବୁଲବୁଲରେ ୩୬ଟି ଗ୍ରାମରେ ବହୁ ମାତ୍ରାରେ ଚାଷ   କ୍ଷୟକ୍ଷତି ହୋଇଥିବାରୁ ସରକାରଙ୍କ ଦ୍ବାରା କ୍ଷତି ହୋଇଥିବା ଚାଷ ଜମିର ତଦନ୍ତ କରି ବୀମା ରାଶି ପ୍ରଦାନ କରିବାକୁ ନିବେଦନ କରିଛନ୍ତି। 

ଅନ୍ୟପଟେ ଋଣ କରି ଚାଷ କରିଥିବାରୁ ଋଣ ରାଶି ଛାଡ଼ କରିବା ପାଇଁ ମଧ୍ୟ ଦାବି କରିଛନ୍ତି ଏହି ଦାବିକୁ ନେଇ ଶତାଧିକ ଚାଷୀ ଧାରଣାରେ ବସିଛନ୍ତି ।  

   Related Posts