Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଧାନ ବିକ୍ରି କରିବାକୁ ମାର୍କେଡ ୟାର୍ଡରେ ଚାଷୀଙ୍କ ଆନ୍ଦୋଳନ

4/06/2019 at 12:23 PM

ବରଗଡ ୪|୬: ଧାନ ବିକିବାକୁ ମାର୍କେଡ ୟାର୍ଡରେ ଚାଷୀଙ୍କ ଆନ୍ଦୋଳନ । ଅତାବିରା ମାର୍କେଟ୍ ୟାର୍ଡରେ ଆନ୍ଦୋଳନରେ ବସିଛନ୍ତି ଚାଷୀ । ବରଗଡ ଜିଲ୍ଲା ମଣ୍ଡିରେ ପଡି ରହିଛି ଲକ୍ଷ ଲକ୍ଷ ବସ୍ତା ଧାନ । ବରଗଡ ଜିଲ୍ଲା ଚାଷୀଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । ଖରା ବର୍ଷା ସହି ମଣ୍ଡିରେ ନିଜ ଧାନ ବିକିବାକୁ ଅଧିଆ ପଡିଛନ୍ତି ଚାଷୀ । ଚାଷୀଙ୍କ ଆନ୍ଦୋଳନରେ ସାମିଲ ହେଲେ ବରଗଡ ବିଜେପି ସାଂସଦ ସୁରେଶ ପୂଜାରି ।

   Related Posts