Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ଆସନ୍ତା ୧୫ରେ ୫ଲକ୍ଷ ଭୂମିହୀନ ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା

12/02/2019 at 12:09 PM

ଭୁବନେଶ୍ବର ୧୨|୨:  ଆସନ୍ତା ୧୫ତାରିଖରେ ମିଳିବ ‘କାଳିଆ’ ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା । ୫ଲକ୍ଷ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ସେହିପରି ୨୨ ତାରିଖରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ୧୩ରୁ ୧୪ ଲକ୍ଷ ଚାଷୀ ଏଥିରେ ଉପକୃତ ହେବେ । ପ୍ରଥମେ ଚାଷୀଙ୍କୁ ପ୍ରଥମ ପର୍ଯ୍ୟାୟରେ ୫ ହଜାର ମିଳିବ । ସମୀକ୍ଷା ପରେ କୃଷି ସଚିବ ସୌରଭ ଗର୍ଗ ଏନେଇ ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ୧୨ ଲକ୍ଷ ୪୫ ହଜାର ଭୂମିହୀନ, କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ କାଳିଆ ଯୋଜନାରୁ ଉପକୃତ ହୋଇଛନ୍ତି । ଡିବିଟି ମାଧ୍ୟମରେ ଚାଷୀଙ୍କ ପାଖରେ ୫ ହଜାର ଟଙ୍କା ପହଞ୍ଚିସାରିଛି । ଏହି ଯୋଜନା ଅନୁସାରେ ରାଜ୍ୟର ୯୨ ପ୍ରତିଶତ ଚାଷୀ ଉପକୃତ ହେବେ ।

   Related Posts