Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ମହାନଦୀ ମଝି ପଠାରେ ଫସିରହିଛନ୍ତି ହାତୀପଲ

12/09/2020 at 12:13 PM

ବାଙ୍କି ୧୨।୦୯: ଆଠଗଡ଼ ଅନ୍ତର୍ଗତ ମହାନଦୀ ମଝି ପଠାରେ ହାତୀପଲ ଫସିରହିଛନ୍ତି । ମୁଣ୍ଡଳୀ ନିକଟ ମହାନଦୀ ମଝି ପଠାରେ ପ୍ରାୟ ୧୮ ରୁ ୨୦ଟି ହାତୀ ଫସି ରହିଛନ୍ତି। ଗତକାଲି ବିଳମ୍ବିତ ରାତିରେ ଚନ୍ଦକା ଜଙ୍ଗଲରୁ ଫେରୁଥିବା ବେଳେ ଫସି ରହିଛନ୍ତି ବୋଲି ସନ୍ଦେହ କରାଯାଉଛି। ଆଠଗଡ଼ର ସୁଜାସନ ଜଙ୍ଗଲରୁ ଚନ୍ଦକା ଜଙ୍ଗଲକୁ ଫେରୁଥିଲେ। ମହାନଦୀର ଦାସପୁର ଘାଟରୁ ଭଗିପୁର ଆଡ଼କୁ ଯିବାବେଳେ ହାତୀପଲ ଫସି ରହିଛନ୍ତି ବୋଲି ସୂଚନା ମିଳିଛି।

   Related Posts