Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ପାକିସ୍ତାନକୁ ବଡ ଝଟ୍‌କା : ୪୧ଟି ଦେଶ କଲେ କଳା ତାଲିକାଭୁକ୍ତ, ଚିନ୍ତାରେ ଇମ୍ରାନ…

23/08/2019 at 4:01 PM

ନୂଆଦିଲ୍ଲୀ ୨୩|୮ : କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ଖେଳାଉଥିବା ପାକିସ୍ତାନର ନିଜ ଆର୍ଥିକ ଅବସ୍ଥା କିନ୍ତୁ ଶୋଚନୀୟ ହୋଇପଡ଼ିଛି । ଫାଇନାନସିଆଲ ଆକ୍ସନ ଟାସ୍କ ଫୋର୍ସ-FATF ପାକିସ୍ତାନକୁ କଳା ତାଲିକାଭୁକ୍ତ କରିଦେଇଛି ।

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଏବଂ ମନି ଲଣ୍ଡ୍ରିଂ ରୋକିବାରେ ଫେଲ୍ ମାରିଥିବାରୁ ସଂସ୍ଥା ପକ୍ଷରୁ ପାକିସ୍ତାନକୁ କଳା ତାଲିକାଭୁକ୍ତ କରାଯାଇଛି ।ଅଷ୍ଟ୍ରେଲିଆର କାନବେରାରେ ୨୨ ଓ ୨୩ ତାରିଖରେ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି ବୈଠକରେ ସଦସ୍ୟ ଥିବା ୪୧ଟି ଦେଶ ମଧ୍ୟରୁ ପାକିସ୍ତାନକୁ କୌଣସି ଦେଶର ସମର୍ଥନ ମିଳିନଥିଲା ।ଦୁଇଦିନ ଧରି ବସିଥିବା ବୈଠକରେ ପାକିସ୍ତାନ ଉପରେ ବ୍ୟାନ ଲଗାଇବା ନେଇ ଜୋରଦାର ଆଲୋଚନା ହୋଇଥିଲା ।

   Related Posts