Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||
  • ସମ୍ବଲପୁର : ଜିପ୍ ଧକ୍କାରେ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା, ଚାଳକଙ୍କୁ ଅଟକ ରଖିଲା ପୋଲିସ
  • ||
  • ବଡବିଲ : ଭାରସାମ୍ୟ ହରାଇ ୨୫ଫୁଟ ଖାଇକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍‌ କାରବାରର ପର୍ଦ୍ଦାଫାଶ, ୩ ଗିରଫ, ୯୬ ହଜାର ଜାଲ୍ ନୋଟ୍ ଜବତ
  • ||
  • କଟକ : IIFLରୁ ସୁନା ଲୁଟ୍ ମାମଲାରେ ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା ଓ ବଡପୁଅ ମୃତ, ସାନପୁଅ ଗୁରୁତର

18/10/2019 at 10:47 AM

ସୁବର୍ଣ୍ଣପୁର ୧।୧୦: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ପିତାମହୁଲ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା-ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ସାନପୁଅ ଗୁରୁତର ହୋଇଛନ୍ତି । ମୃତକ ହେଲେ ବାପା ସହଦେବ ସାହୁ ଓ ପୁଅ ଦେବାନନ୍ଦ ସାହୁ । ଗୁରୁତର ହଲେ ସାନପୁଅ ଅରୁପା ସାହୁ ।

ସୂଚନାଯୋଗ୍ୟ ଯେ, ପିତାମହୁଲ ପାଖ ଜଙ୍ଗଳକୁ ତିନି ବାପା-ପୁଅ ବାରାହା ଶିକାର କରିବା ପାଇଁ ଯାଇଥିଲେ । ସେଠାରେ ନିଜେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଗୁରୁତରଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

   Related Posts