Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ଝିଅକୁ ଟାଙ୍ଗିଆରେ ହାଣି ବାପାର ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଉଭୟ ମେଡିକାଲରେ ଭର୍ତ୍ତି

29/06/2019 at 10:56 AM

କଳାହାଣ୍ଡି ୨୯|୬: ଝିଅକୁ ଟାଙ୍ଗିଆରେ ହାଣି ନିଜ ଗଳା କାଟି ଆତ୍ମହତ୍ୟା ଉଦ୍ୟମ କରିଛି ବାପା । ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ମସ୍କାପଦର ଗାଁର ଘଟିଛି ଏଭଳି ଅଭାବନୀୟ ଘଟଣା । ଗତକାଲି ମଦ ନିଶାରେ ବାପା ଝିଅକୁ ଟାଙ୍ଗିଆରେ ହାଣି ଦେଇଥିଲା ଏବଂ ପରେ ନିଜେ ନିଜର ଗଳା କାଟି ଦେଇଥିଲେ । ଫଳରେ ଉଭୟ ବାପା ଏବଂ ଝିଅ ଗୁରୁତର ହୋଇଥିଲେ । ଗୁରୁତର କାର୍ମୁ ମାଝୀ (୪୦) ଓ ଝିଅ ସରିତା ମାଝୀ (୧୩)ଙ୍କୁ ଗ୍ରାମବାସୀ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନିତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts