Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ଯାଜପୁରରେ ବାପାକୁ ପିଟିପିଟି ହତ୍ୟା କଲା ପୁଅ

27/08/2018 at 2:20 AM

ଯାଜପୁର ୨୭/୮ : ବାପାକୁ ପିଟିପିଟି ହତ୍ୟା କଲା ପୁଅ । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍ ମଙ୍ଗଳପୁର ଥାନା ପାଲଟପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ରାଧେଶ୍ୟାମ ବେହେରା । ଜମି ବାଡି ବିବାଦକୁ କେନ୍ଦ୍ର କରି ପୁଅ ବାପାକୁ ହତ୍ୟା କରିଥିବା ଜଣାପଡିଛି । ଅଭିଯୁକ୍ତ ପୁଅ ଗୋପୀନାଥ ବେହେରାକୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି ପୋଲିସ ।

   Related Posts