Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଗ୍ୟାସ୍ ଟାଙ୍କି ଫାଟି ଗୁରୁତର ହୋଇଥିବା ବାପା ଚିକିତ୍ସାଧିନ ଅବସ୍ଥାରେ ମୃତ, ପୁଅ ମେଡିକାଲରେ ଭର୍ତ୍ତି

17/11/2019 at 12:25 PM

ସୋର ୧୭।୧୧: ଗ୍ୟାସ୍ ଟଙ୍କି ଫାଟି ଗୁରୁତର ହୋଇଥିବା ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି । ମୃତକ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଅନ୍ତରା ଗାଁର ଜଗବନ୍ଧୁ ବେହେରା ।

ସୂଚନାଯୋଗ୍ୟ ଯେ, ଗତ ୧୨ ତାରିଖରେ ଗ୍ୟାସ୍‌ ଫାଟି ଉଭୟ ବାପା ଓ ପୁଅ ଗୁରୁତର ହୋଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ବାପାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଅନ୍ତରା ଗାଁର ଜଗବନ୍ଧୁ ବେହେରା । ଜଗବନ୍ଧୁଙ୍କ ପରିବାର ଦିଲ୍ଲୀରେ ରହୁଛନ୍ତି । ଗୁରୁତର ଅବସ୍ଥାରେ ପୁଅକୁ ଦିଲ୍ଲୀର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । 

   Related Posts