Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଦୁଇ ପୁଅ ମିଶି ବାପାଙ୍କୁ କଲେ ହତ୍ୟା, ମା’ ଗୁରୁତର

20/06/2020 at 2:23 PM

ସାନଖେମୁଣ୍ଡି ୨୦।୬: ଗଞ୍ଜାମ ଜିଲ୍ଲା ପୋଲସରା ଥାନା କଳମ୍ବ ବଡସାହିରେ ହତ୍ୟାକାଣ୍ଡ । ଦୁଇ ପୁଅ ମିଶି ନିଜ ବାପାକୁ ହତ୍ୟା କରିଛନ୍ତି । ମା’ ଅପସରା ପ୍ରଧାନ ମଧ୍ୟ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ପୋଲସରା ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁଇ ଭାଇ ସୁଶାନ୍ତ ପ୍ରଧାନ ଓ ମଙ୍ଗୁଳୁ ପ୍ରଧାନଙ୍କୁ ଅଟକ ରଖିଛି ପୋଲିସ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମୃତଦେହ ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts