Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବାପା ନା’ ସୈତାନ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଅଟକ

20/10/2021 at 1:55 PM

ରାଉରକେଲା ୨୦।୧୦: ସୈତାନ ବାପା । ନିଜ ଜନ୍ମକଲା ଝିଅକୁ ବି ଛାଡିଲାନାହିଁ । ନାବାଳିକା ଝିଅ ଉପରେ ପକାଇଲା ପାପ ନଜର । ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ।

ଏ ନେଇ ରାଉରକେଲା ପ୍ଲାଣ୍ଟ୍ ସାଇଟ୍ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ଦୁଷ୍କର୍ମକାରୀ ବାପାକୁ ଅଟକ ରଖିଛି ପୋଲିସ । ଏଭଳ ନିନ୍ଦନୀୟ ଘଟଣାକୁ ଗୁରୁତ୍ବର ସହ ନେଇଛି ପ୍ଲାଣ୍ଟ୍ ସାଇଟ୍ ଥାନା । ଘଟଣାର ଅଧିକ ତଦନ୍ତ ଜାରି ରଖିବା ସହ ଉଭୟଙ୍କର ଡାକ୍ତରୀ ମାଇନା କରାଯିବ ବୋଲି ସୂଚନା ମିଳିଛି ।

   Related Posts