Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ପୁଅର ଟାଙ୍ଗିଆ ଚୋଟରେ ଗଲା ବାପାଙ୍କ ଜୀବନ

1/02/2021 at 4:16 PM

ମୁନିଗୁଡା ୧।୨: ଘରୋଇ କଳହକୁ ନେଇ ବାପାକୁ ହତ୍ୟା କଲା ପୁଅ । ଏପରି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଡଙ୍ଗର ରାଣିବନ୍ଦ ଗାଁରେ।

ସୂଚନାଯୋଗ୍ୟ ଯେ, ରବିବାର ରାତିରେ ବାପା ଓ ପୁଅଙ୍କ ମଧ୍ୟରେ ଘରୋଇ କଳିକୁ ନେଇ ବଚସା ହୋଇଥିଲା । ପରବର୍ତ୍ତୀ ସମୟରେ ପୁଅ ଲାକୁ ଓ୍ବାଡାକା ରାଗିଯାଇ ଏକ ଟାଙ୍ଗିଆରେ ବାପା ବୁଦ୍ରୁ ଓ୍ବାଡାକାଙ୍କୁ ହତ୍ୟା କରିଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି ।

   Related Posts