Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

କଇଁଛ ଧରିବାକୁ କୂଅ ଭିତରେ ପଶିଥିଲେ, ଚାଲିଗଲା ବାପ, ପୁଅ ଏବଂ ଜ୍ୱାଇଁଙ୍କ ଜୀବନ

14/09/2021 at 6:35 PM

ବିନିକା, ୧୪/୦୯: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଆନନ୍ଦପୁର ଗ୍ରାମରୁ ଏକ ଦୁଃଖଦ ଖବର ଆସିଛି ।  ଏକ କୂଅରେ ପଡି ବାପ,ପୁଅ ଓ ଜ୍ୱାଇଁ ମୃତ l ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତିନି ଜଣଙ୍କୁ ଉଦ୍ଧାର କରିଛନ୍ତି  l ବିଷାକ୍ତ ଗ୍ୟାସ୍‌ କାରଣରୁ ସେମାନଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

   Related Posts