Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ନନ୍ଦନକାନନରେ ମାଈ ଜଳହସ୍ତୀର ମୃତ୍ୟୁ, ଜଳହସ୍ତୀ ସଂଖ୍ୟା ୧୩କୁ ହ୍ରାସ

4/10/2019 at 2:33 PM

ବାରଙ୍ଗ ୪।୧୦: ନନ୍ଦନକାନନନରେ ୫ବର୍ଷୀୟ ମାଈ ଜଳହସ୍ତୀର ମୃତ୍ୟୁ ହୋଇଛି । କିଛି ଦିନ ହେଲା ଦେହରେ କ୍ଷତ ଯୋଗୁଁ ଜଳହସ୍ତୀଟି ଅସୁସ୍ଥ ଥିଲା । ଅସୁସ୍ଥତା ଯୋଗୁଁ ଜଳହସ୍ତୀର ମୃତ୍ୟୁ ହୋଇଥିବା ଚିଡିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଅନ୍ୟ ଜଳହସ୍ତୀର ଆକ୍ରମଣରୁ ଏହି କ୍ଷତ ହୋଇଥିବା ସନ୍ଦେହ କରାଯାଉଛି ।

ତେବେ ଛୋଟିଆ ସ୍ଥାନରେ ଅଧିକ ସଂଖ୍ୟାରେ ଜଳହସ୍ତୀଙ୍କୁ ରଖା ଯାଇଥିବାରୁ ବାରମ୍ବାର ଜଳହସ୍ତୀଙ୍କ ଭିତରେ ଲଢେଇ ହେଉତିବା ଦେଖିବାକୁ ମିଳୁଛି । ମାଈ ଜଳହସ୍ତୀର ମୃତ୍ୟୁ ପରେ ଚିଡିଆଖାନାର ଜଳହସ୍ତୀ ସଂଖ୍ୟା ୧୩କୁ ଖସିଆସିଛି ।

   Related Posts