Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ କ୍ଵାର୍ଟର ଫାଇନାଲ୍‌ରେ ଭାରତୀୟ ମହିଳା ହକି ଦଳ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
  • ||
  • ଭୁବନେଶ୍ବରରୁ ଦିନକରେ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଭାରତ-ଚୀନ ମଧ୍ୟରେ ଥମିବ କି ବିବାଦ ! ୯ ଘଣ୍ଟା ଧରି ଚାଲିଲା ୧୨ତମ ବୈଠକ, ଗୋଗରା-ହଟ୍ ସ୍ପ୍ରିଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଉପରେ ଜୋର
  • ||
  • ଜେଲ୍‌ ଗଲେ କୋଟିପତି ପିଏସ୍‌ ବିରଞ୍ଚି ସାହୁ
  • ||
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||

କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଛାଡ଼ି ଚାଲି ଗଲେ ୫୨ ଜଣ ଅନ୍ତେବାସୀ

29/07/2020 at 10:48 PM

ଟିକିରି୨୯/୭: ରାୟଗଡ଼ା ଜିଲ୍ଲା କାଶୀପୁର ସଦର ମହକୁମାରେ ଥିବା କ୍ବାରେଣ୍ଟାଇନରେ ଅଭାବନୀୟ ଘଟଣା ଘଟିଛି। ଏଠାରେ ବିଭିନ୍ନ ଅବ୍ୟବସ୍ଥାର ପ୍ରତିବାଦ କରି ୫୨ ଜଣ ଅନ୍ତେବାସୀ କେନ୍ଦ୍ର ଛାଡ଼ି ଚାଲିଯାଇଛନ୍ତି। ପ୍ରଶାସନ ପକ୍ଷରୁ ସେମାନଙ୍କୁ ଫେରାଇ ଆଣିବା ଉଦ୍ୟମ କରାଯାଉଛି। ରାତି ୮ ସୁଦ୍ଧା ଟିଏମ୍‌ସିକୁ ଏମାନେ ଫେରି ନଥିବା ସୂଚନା ମିଳିଛି। ଅଭିଯୋଗ ଯେ, ଏଠାରେ ନିମ୍ନମାନରେ ଖାଦ୍ୟ ଦିଆଯାଉଥିଲା। ସକାଳ ଜଳିଖିଆଖାଇ ହେବ ନାହିଁ। ଏସବୁ ଖାଇଲେ ସୁସ୍ଥ ହେବା ବଦଳରେ ଅସୁସ୍ଥ ହୋଇପଡିବେ। ଏନେଇ ପାଟିତୁଣ୍ଡ ହୋଇଥିଲା, ସେଥିପାଇଁ ସେମାନେ କ୍ବାରେଣ୍ଟାଇନ୍ ସେଣ୍ଟର ଛାଡ଼ି ଚାଲି ଯାଇଥିଲେ।

   Related Posts