Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ବାପି ପଣ୍ଡା କହିଲେ, ‘ଜଣେ ଭଦ୍ର ମହିଳା ମୋତେ ମାନସିକ ଧର୍ଷଣ କରିଛନ୍ତି’ ଉଭୟଙ୍କ କଳି ଏବେ ଦାଣ୍ଡରେ ପଡି ହାଟରେ ଗଡୁଛି, ଶୁଣନ୍ତୁ…

14/11/2020 at 8:05 PM

ବାଲେଶ୍ବର୧୪/୧୧: ପୁଣି ବିବାଦରେ ଛନ୍ଦି ହୋଇପଡିଛନ୍ତି ଅଭିନେତ୍ରୀ ରାଣୀ ପଣ୍ଡା। ଯାତ୍ରା କଳାକାର ବାପି ପଣ୍ଡା ରାଣୀଙ୍କ ବିରୋଧରେ ବାଲେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ କେସ୍‌ ଫାଇଲ କରିଛନ୍ତି। ସେ କହିଛନ୍ତି, ଜଣେ ଭଦ୍ର ମହିଳା ଫେସ୍‌ବୁକ ମାଧ୍ୟମରେ ମୋତେ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ରାଣୀ ତାଙ୍କୁ ମାନସିକ ଧର୍ଷଣ କରିଛନ୍ତି। ତେଣୁ ସେ ନ୍ୟାୟାଳୟଙ୍କ ଆଶ୍ରୟ ନେଇଛନ୍ତି। ତେଣୁ ରାଣୀଙ୍କ ଏଭଳି ଆଚ୍ଚାରଣ ଏବଂ ଉଚ୍ଚାରଣକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଉଥିବା ବାପି କହିଛନ୍ତି। ବାପିଙ୍କ ଓକିଲ ଏହି ଘଟଣା ସଂପର୍କରେ ପ୍ରତିକ୍ରିୟା ଦେଇଛନ୍ତି । ଶୁଣନ୍ତୁ ବାପି ଏବଂ ତାଙ୍କ ଓକିଲ କଣ କହୁଛନ୍ତି।

ନିକଟରେ  ଭୁବନେଶ୍ଵର ସ୍ଥିତ ମାଷ୍ଟରକ୍ୟାଣ୍ଡିନ ଛକଠାରେ ଯାତ୍ରା ପାଇଁ ଅନୁମତି ଦେବା ଏବଂ କଳାକାରଙ୍କ ଦାବି ପୂରଣ ପାଇଁ ଯାତ୍ରା କଳାକାର ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟରେ ରାଣୀ ପଣ୍ଡା ଖୁଲମଖୁଲା ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହା ପୂର୍ବରୁ ସେ ବାଲେଶ୍ଵର ସଦର ବିଧାନସଭା ଉପ ନିର୍ବାଚନରେ ସ୍ଵାଧୀନ ପ୍ରାର୍ଥୀ ବେଣୁଧର ବାରିକ ଅର୍ଥାତ ବେଣୁ ମଉସାଙ୍କ ପାଇଁ ପ୍ରଚାର କରିଥିଲେ। ଏଥି ସହ ମଉସାଙ୍କୁ ସାଇକେଲ୍ ମଧ୍ୟ ଦେଇଥିଲେ।

   Related Posts