Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଭଦ୍ରକ: ସାମାନ୍ୟ କଥାରୁ ହାତାହାତି, ଏବେ ଥାନାରେ ମାମଲା

27/01/2021 at 9:50 PM

ଭଦ୍ରକ୨୭/୧: ସାମାନ୍ୟ କଥାରୁ ଆରମ୍ଭ ହୋଇଥିଲା କଥା କଟାକଟି ପରେ ହାତାହାତି। ଏ ନେଇ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏପରି କି ସ୍ଥାନୀୟ ସରପଞ୍ଚଙ୍କ ବିରୋଧରେ ମଧ୍ୟ ଅଭିଯୋଗ ଆସିଛି। ମିଳିଥିବା ସୂଚନା ମୁତାବକ, ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ବନ୍ତ ଥାନା ଅଧିନସ୍ଥ ସେବା ସମବାୟ ସମିତିର ମଣ୍ଡି ନିକଟରେ ଖଗେଶ୍ୱର ସେନାପତି ନାମକ ଜଣେ ବ୍ୟକ୍ତି ନିଜ ଧାନ ବସ୍ତା ରଖିଥିଲେ। ଏହାକୁ ସ୍ଥାନୀୟ ସରପଞ୍ଚ ବିରୋଧ କରିବା ସହ ତାଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ସାମାନ୍ୟ ଘଟଣା ପରବର୍ତ୍ତୀ ସମୟରେ ଉଗ୍ରରୂୂପ ଧାରଣ କରିଥିଲା। 

ତେବେ ଏ ନେଇ ଖଗେଶ୍ୱର ବନ୍ତ ଥାନାରେ ସରପଞ୍ଚଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂପର୍କରେ ଫୋନ୍ ଯୋଗେ ସରପଞ୍ଚଙ୍କ ସହ ଯୋଗାଯୋଗ କରାଯାଇଥିଲା। ସରପଞ୍ଚ କହିଥିଲେ, ସେମିତି କୌଣସି ଘଟଣା ଘଟି ନାହିଁ। ଅନ୍ୟପଟେ ଖଗେଶ୍ବରଙ୍କ ନାଁରେ ଚାଷୀ କମିଟି ଓ ସେବା ସମବାୟ ପକ୍ଷରୁ ୩ ଏତଲା ଦିଆଯାଇଥିବା ସୂଚନା ମିଳିଛି।

   Related Posts