Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

FIH ହକି ପ୍ରୋ ଲିଗ୍ : ଆଜି ନେଦରଲ୍ୟାଣ୍ଡ ଓ ଭାରତ ମଧ୍ୟରେ ମୁକାବିଲା

19/01/2020 at 10:44 AM

ଭୁବନେଶ୍ବର ୧୯।୧: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଛି FIH ପ୍ରୋ ଲିଗ୍ । ଆଜି ନେଦରଲ୍ୟାଣ୍ଡ ଓ ଭାରତ ମଧ୍ୟରେ ମୁକାବିଲା ହେବ । ଗତକାଲି ନେଦରଲ୍ୟାଣ୍ଡ ବିପକ୍ଷରେ ୫-୨ ଗୋଲ୍‌ରେ ଟିମ୍ ଇଣ୍ଡିଆର ବିଜୟ ହୋଇଥିଲା ।

ମ୍ୟାଚ୍ ଆରମ୍ଭରୁ ଭାରତ ଆକ୍ରମଣାତ୍ମକ ଖେଳ ଆରମ୍ଭ କରିଥିଲା । ମ୍ୟାଚ୍ ଆରମ୍ଭର ମାତ୍ର ୧୩ ସେକେଣ୍ଡରେ ଭାରତ ପ୍ରଥମ ଗୋଲ୍ ଦେଇଥିଲା । ଏହାପରେ ନେଦରଲ୍ୟାଣ୍ଡ ଖେଳାଳିଙ୍କୁ ଚକମା ଦେଇ ଗୋଟିଏ ପରେ ଗୋଟିଏ ଗୋଲ୍ ସ୍କୋର କରିଥିଲେ ଭାରତୀୟ ଖେଳାଳି ।

   Related Posts