Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲା : ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି

22/01/2021 at 1:25 PM

ଭୁବନେଶ୍ବର ୨୨।୧: ଭୁବନେଶ୍ବର ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାର ଚୂଡାନ୍ତ ଶୁଣାଣି ଅପ୍ରେଲ ୫ରେ ହେବ । ତଦନ୍ତ ଶେଷ କରିବାକୁ କ୍ରାଇମବ୍ରାଞ୍ଚ ଟିମ୍ ମହଲତ ଲୋଡିଛନ୍ତି । ହାଇକୋର୍ଟରେ ମାମଲାର ଶୁଣାଣି ଚାଲିଛି ।

ଡିସେମ୍ବର ୧୬ ତାରିଖରେ ହାଇକୋର୍ଟରେ ହାଜର ହୋଇଥିଲେ କ୍ରାଇମବ୍ରାଞ୍ଚ୍ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ । ମାମଲାର ତଦନ୍ତ ସଂକ୍ରାନ୍ତୀୟ ରିପୋର୍ଟ ପ୍ରଦାନ କରିବା ସହ ବିଭାଗ ପକ୍ଷରୁ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ହାଇକୋର୍ଟଙ୍କୁ ଅବଗତ କରିଥିଲେ କ୍ରାଇମବ୍ରାଞ୍ଚ୍ ଏଡିଜି । ଭିଡିଓ କନଫରେନ୍ସିଂ ଜରିଆରେ ହାଜର ହୋଇଥିଲେ ହାଜର ହୋଇଥିଲେ । ମାମଲାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତ ଗିରଫ ହୋଇସାରିଛନ୍ତି ବୋଲି କୋର୍ଟଙ୍କୁ ଅବଗତ କରାଯାଇଥିଲା ।

ନଭେମ୍ବର ୧୮ ତାରିଖରେ ଡିଜିପି ଅଭୟ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହୋଇଥିଲେ । ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ କେତେ ଜଣ ପୋଲିସ କର୍ମୀଙ୍କ ସହ ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମର କର୍ମଚାରୀମାନେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା । ତେବେ ତଦନ୍ତ ପ୍ରକ୍ରିୟାରେ ଅସନ୍ତୋଷ ପ୍ରକାଶ କରି ଭାରତୀୟ ବିକାଶ ପରିଷଦ ଏବଂ ଆଇନଜୀବୀ ଗୌତମ ସିଦ୍ଦିକି ପୃଥକ୍ ପୃଥକ୍ ଭାବେ ମାମଲା ଦାଏର କରିଥିଲେ । ତେବେ ସିବିଆଇ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ନେଇ ଗଠିତ ଏସଆଇଟି ଏହି ମାମଲାର ତଦନ୍ତ କରୁ ବୋଲି ପ୍ରାର୍ଥନା କରି ହାଇକୋର୍ଟରେ ୨ଟି ପୃଥକ ପୃଥକ ମାମଲା ଦାଏର ହୋଇଛି ।

   Related Posts