Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାମରଣ ସାଙ୍ଗ ଅଛନ୍ତି କେନ୍ଦ୍ରମନ୍ତ୍ରୀ

1/02/2020 at 9:45 AM

ନୂଆଦିଲ୍ଳୀ୧/୨: ସଂସଦରେ ପହଞ୍ଚିଲେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତା​‌ ରମଣ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ଓ ଜିତେନ୍ଦ୍ର ସିଂହ ସଂସଦରେ ପହଞ୍ଚିଛନ୍ତି। ଏହି ବଜେଟ୍ ସାଧାରଣ, ନିମ୍ନ ଓ ମଧ୍ୟବିତ୍ତ ଲୋକମାନଙ୍କ ପାଇଁ ସୁହାଇଲା ଭଳି ବଜେଟ ହେବ ବୋଲି ଦେଶବାସୀ ଆଶାବାଦୀ ଅଛନ୍ତି। କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗଉବା ମଧ୍ୟ ସଂସଦରେ ପହଞ୍ଚି ସାରିଲେଣି। ସାରା ଦେଶବାସୀ ଚଳିତ ବଜେଟ୍ ନେଇ ବେଶ ଆଶାବାଦୀ ଅଛନ୍ତି।

   Related Posts