Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ଅର୍ଥମନ୍ତ୍ରୀ, ଦିନ ୧୧ଟାରେ ଉପସ୍ଥାପନ କରିବେ ବଜେଟ୍

1/02/2020 at 9:28 AM

ନୂଆଦିଲ୍ଳୀ୩୧/୧: ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ଅର୍ଥ ନିର୍ମଳା ସୀତାରମଣ। ଦିନ ୧୧ଟାରେ ଗୃହରେ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ। ଏହି ବଜେଟ୍‌କୁ  ନେଇ ଯୁବକ, ମଧ୍ୟମ ବର୍ଗ ଓ ସାଧାରଣ ଲୋକମାନେ ବେଶ ଆଶାବାଦୀ ଅଛନ୍ତି।

ବଜେଟ୍‌ ଅଧିବେଶନ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି ଯେ ସବକା ବିକାଶ ତାଙ୍କର ମୂଳ ଲକ୍ଷ୍ୟ। ତେଣୁ ଚଳିତ ବଜେଟ୍ ସମସ୍ତଙ୍କ ପାଇଁ ବେଶ ଲାଭଦାୟକ ହେବ।

   Related Posts