Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

୫ ବାଲି ଓ ପଥର ବୋଝେଇ ଗାଡିକୁ ଫାଇନ, ଆଦାୟ ହେଲା ୯୫ ହଜାର ଟଙ୍କା ଜରିମାନା

4/11/2020 at 10:20 PM

ସାନଖେମୁଣ୍ଡି, ୦୪/୧୧: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରେ ବୁଧବାର ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ାଙ୍କ ନେତୃତ୍ୱରେ ଏନଫୋର୍ସମେଣ୍ଟ ଟିମ୍ ଚଢାଉ କରିଥିଲେ । ହିଞ୍ଜିଳିକାଟୁ ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ୩ଟି ବାଲି ବୋଝେଇ ଟ୍ରକ ଓ ୨ଟି ପଥର ବୋଝେଇ ହାଇଓ୍ବା ଆବଶ୍ୟକ ଠାରୁ ଅଧିକ ପରିମାଣରେ ବାଲି ଓ ପଥର ବୋଝେଇ କରିଥିବାରୁ ବାଲି ବୋଝେଇ ଟ୍ରକ ଠାରୁ ୧୫ ହଜାର କରିଛନ୍ତି ତଦସିଲଦାର ।

ଏହାସହ ପଥର ବୋଝେଇ ହାଇଓ୍ବା ଠାରୁ ୨୫ ହଜାର ଟଙ୍କା ଲେଖାଏଁ ସମୁଦାୟ ୯୫ ହଜାର ଟଙ୍କା ଜରିମାନା ଆଦାୟ କରା ହୋଇଛି । ଚଢ଼ାଉରେ ଅତିରିକ୍ତ ତହସିଲଦାର ସୁନିଲ କୁମାର ପ୍ରଧାନଙ୍କ ସମେତ ରାଜସ୍ବ ନିରୀକ୍ଷକ ଅରବିନ୍ଦ ଦାସ, ସୁଧାଂଶୁ ଶେଖର ପାଣିଗ୍ରାହୀ, ଅଭିରାମ ସେଠି, ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଆଗାମୀ ଦିନରେ ଚଢ଼ାଉ ଜାରି ରହିବ ବୋଲି ତହସିଲଦାର ପରିଡ଼ା କହିଛନ୍ତି ।

   Related Posts